Jeremiah 32:9 — Compare Translations

5 translations compared side by side

Odia - 1840
"ଆଉ ମାରେ ପିତୃବ୍ଯ ପୁଅ ହନନଲଠାରୁେ ଅନାେଥାତସ୍ଥିତ ସହେି କ୍ଷେତ୍ର କ୍ରଯ କଲି ଓ ତାହାର ମୂଲ୍ଯ ସ୍ବରୂପ ସତର ସକେଲ ରୂପା ତୌଲି ତାହାକୁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋ’ ପିତୃବ୍ୟର ପୁତ୍ର ହନନେଲ ଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।