Jeremiah 33:1 — Compare Translations
5 translations compared side by side
Odia - 1840
"ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ଯ ଦ୍ବିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପ୍ରତିଜ୍ଞା ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,