Jeremiah 33:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହୁଅଛ, 'ଏହି ସ୍ଥାନ ନରଶୂନ୍ଯ ଓ ପଶୁଶୂନ୍ଯ ହାଇେ ଏକ ଧ୍ବଂସିତ ନଗର ହବେ।' ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ଧ୍ଵଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ, ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ଵଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କହୁଅଛ, ‘ଏହି ସ୍ଥାନ ନରଶୂନ୍ୟ ଓ ପଶୁଶୂନ୍ୟ ହୋଇ ଏକ ଧ୍ୱଂସିତ ନଗର ହେବ।’ ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ