Jeremiah 33:12 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତିସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଜନଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସ ସ୍ଥାନରେ ଓ ତହିଁର ସକଳ ନଗରରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ। ସେମାନେ ସେ ସ୍ଥାନରେ ଆପଣା ଆପଣା ମେଷପଲକୁ ବିଶ୍ରାମ କରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।”