Jeremiah 33:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ପାର୍ବତୀଯ ଦେଶର ନଗର ସମୂହ ରେ, ନିମ୍ନଭୂମିର ନଗରମାନଙ୍କ ରେ, ଦକ୍ଷିଣଦିଗସ୍ଥ ସକଳ ନଗର ରେ, ବିନ୍ଯାମୀନ ଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳ ରେ ଓ ଯିହୁଦାର ନଗରମାନଙ୍କ ରେ ଲୋକମାନେ ସମାନଙ୍କେର ମଷେପଲଙ୍କୁ ଗଣନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର-ସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର ସମୂହରେ, ନିମ୍ନଭୂମିର ନଗରମାନଙ୍କରେ, ଦକ୍ଷିଣଦିଗସ୍ଥ ସକଳ ନଗରରେ, ବିନ୍ୟାମୀନ ଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନଙ୍କରେ ଲୋକମାନେ ସେମାନଙ୍କର ମେଷପଲକୁ ଗଣନା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।”