Jeremiah 33:14 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧ ରେ ଯେଉଁ ମଙ୍ଗଳ ବାକ୍ଯ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସମ୍ଵନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଶାଖା ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।