Jeremiah 33:15 — Compare Translations

5 translations compared side by side

Odia - 1840
"ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମସ୍ୱରୂପ ଏକ ‘ଶାଖା’ ଉତ୍ପନ୍ନ କରାଇବା। ସେହି ‘ଶାଖା’ ସେ ଦେଶରେ ନ୍ୟାୟ ଓ ଧାର୍ମିକତା ବିଗ୍ଭର ପ୍ରତିଷ୍ଠା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।