Jeremiah 33:16 — Compare Translations
5 translations compared side by side
Odia - 1840
"ସହେି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ୟିରୁଶାଲମ ନିରାପଦ ରେ ବାସ କରିବ। ଆଉ 'ସଦାପ୍ରଭୁ ଆମ୍ଭମାନଙ୍କର ପରିଚାଳକ ହବେେ, ସଦାପ୍ରଭୁ ଆମ୍ଭର ନ୍ଯାଯବାନ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ଯିରୁଶାଲମ ନିରାପଦରେ ବାସ କରିବ। ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ପରିଗ୍ଭଳକ ହେବେ, ସଦାପ୍ରଭୁ ଆମ୍ଭର ନ୍ୟାୟବାନ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।”