Jeremiah 33:17 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ କହନ୍ତି, ଦାଉଦ ବଂଶରୁ ଜଣେ ସର୍ବଦା ଇଶ୍ରାୟେଲୀୟ ବଂଶର ସିଂହାସନ ରେ ଉପବିଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କେତେବେଳେ ନୋହିବ
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହନ୍ତି, “ଦାଉଦ ବଂଶରୁ ଜଣେ ସର୍ବଦା ଇସ୍ରାଏଲୀୟ ବଂଶର ସିଂହାସନରେ ଉପବିଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,