Jeremiah 33:18 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭ ସମ୍ମୁଖ ରେ ହାମବେଳି ଶସ୍ଯ ନବୈେଦ୍ଯ ଦାହ ଓ ନିତ୍ଯ ବଳିଦାନ କରିବା ପାଇଁ ଲବେୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ ଓ ଭକ୍ଷ୍ୟ-ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭ ସମ୍ମୁଖରେ ହୋମବଳି ଶସ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”