Jeremiah 33:2 — Compare Translations

5 translations compared side by side

Odia - 1840
"ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;
Odia Bible ERV 2004 (ପବିତ୍ର ବାଇବଲ)
“ଯିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସେହି ସଦାପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;
Odia IRV 2017 (ଓଡିଆ ବାଇବେଲ)
“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ‘ସଦାପ୍ରଭୁ ତାହାଙ୍କର ନାମ;