Jeremiah 33:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ଦିବସ ସମ୍ଵନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଯଦି କେହି ଦିନରାତି ସହିତ ନିୟମ ଭଙ୍ଗ କରେ, ସେ ନିୟମିତ ଭାବରେ ଦେଖା ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;