Jeremiah 33:21 — Compare Translations
5 translations compared side by side
Odia - 1840
"ମାତ୍ର ସେତବେେଳେ ଆମ୍ଭର ସବେକ ଦାଉଦ ସହିତ ନିଯମ ଭଙ୍ଗ କରାୟିବ। ତା'ର ବଂଶଧର ମଧ୍ଯରୁ ଜଣେ ସର୍ବଦା ୟିରୁଶାଲମ ରେ ଶାସନ କରିବ ଏବଂ ଏହି ଲବେୀୟ ଚିରଦିନ ମାରେ ଯାଜକ ରୂପେ ଦବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ନୋହିବ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ହିଁ ଭଗ୍ନ କରାଯାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେତେବେଳେ ଆମ୍ଭର ସେବକ ଦାଉଦ ସହିତ ନିୟମ ଭଙ୍ଗ କରାଯିବ। ତା’ର ବଂଶଧର ମଧ୍ୟରୁ ଜଣେ ସର୍ବଦା ଯିରୁଶାଲମରେ ଶାସନ କରିବ ଏବଂ ଏହି ଲେବୀୟ ଚିରଦିନ ମୋର ଯାଜକ ରୂପେ ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)