Jeremiah 33:22 — Compare Translations
5 translations compared side by side
Odia - 1840
"ଯେପରି ଆକାଶର ତାରା ଗଣା ୟାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ୟାଇପାରିବ ନାହିଁ, ସହେିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲବେୀୟ ପରିବାରବର୍ଗକୁ ଏତେ ସଂଖ୍ଯା ରେ ଦାସ ଓ ପରିଚାରକ ପଠାଇବା ସଗେୁଡ଼ିକ ମଧ୍ଯ ଆକଳନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳର ବାହିନୀଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଆକାଶର ତାରା ଗଣା ଯାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ଯାଇପାରିବ ନାହିଁ, ସେହିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲେବୀୟ ପରିବାରବର୍ଗକୁ ଏତେ ସଂଖ୍ୟାରେ ଦାସ ଓ ପରିଗ୍ଭରକ ପଠାଇବା ସେଗୁଡ଼ିକ ମଧ୍ୟ ଆକଳନ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।’”