Jeremiah 33:23 — Compare Translations
5 translations compared side by side
Odia - 1840
"ଅନନ୍ତର ଯିରିମିୟ ସଦାପ୍ରଭୁଙ୍କର ବାକ୍ଯ ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯିରିମିୟ ସଦାପ୍ରଭୁଙ୍କର ବାକ୍ୟ ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,