Jeremiah 33:24 — Compare Translations

5 translations compared side by side

Odia - 1840
" ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି । ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କେବେ ତାହା ବିବେଚନା କରିଛ? ସେମାନେ କହନ୍ତି, ‘ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।” ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ରହିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”