Jeremiah 33:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଯଦି ଦିବାରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ ଓ ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହାହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,