Jeremiah 33:26 — Compare Translations

5 translations compared side by side

Odia - 1840
"ତାହା ହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସବେକ ଦାଉଦର ବଂଶଧରଗଣଙ୍କୁ ଅବ୍ରାହାମ, ଇସହାକ୍ ଓ ଯାକୁବର ବଂଶଧରଗଣ ଉପ ରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ଯାଖାନ କରିବା କି? ଏହା ହବେ ନାହିଁ, କାରଣ ଆମ୍ଭେ ସମାନଙ୍କେର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସମାନଙ୍କେ ଉପ ରେ କୃପା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ । ଆମ୍ଭେ ସେମାନଙ୍କୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସେବକ ଦାଉଦର ବଂଶଧରଗଣଙ୍କୁ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବର ବଂଶଧରଗଣ ଉପରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ୟାଖାନ କରିବା କି? ଏହା ହେବ ନାହିଁ, କାରଣ ଆମ୍ଭେ ସେମାନଙ୍କର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସେମାନଙ୍କ ଉପରେ କୃପା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”