Jeremiah 33:3 — Compare Translations
5 translations compared side by side
Odia - 1840
" ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା ।
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷୟ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’