Jeremiah 33:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁ ୟିରୁଶାଲମ ବିଷଯ ରେ ଏହି କଥା କହନ୍ତି। ଶତ୍ରୁସୈନ୍ଯ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସମାନେେ ପ୍ରାଚୀର ଉପ ରେ ସିଡ଼ି ନିର୍ମାଣ କରି ଖଡ୍ଗ ରେ ନଗର ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜଗଣର ଯେସକଳ ଗୃହ ବନ୍ଧ ଓ ଖଡ଼୍‍ଗ ବିରୁଦ୍ଧରେ ଆଶ୍ରୟ ସ୍ଵରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଯିରୁଶାଲମ ବିଷୟରେ ଏହି କଥା କହନ୍ତି। ‘ଶତ୍ରୁସୈନ୍ୟ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସେମାନେ ପ୍ରାଚୀର ଉପରେ ଶିଡ଼ି ନିର୍ମାଣ କରି ‌‌ଖ‌ଡ଼୍‌ଗରେ ନଗର ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;