Jeremiah 33:6 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭେ ସମାନଙ୍କେୁ କ୍ଷମା କରି ଆରୋଗ୍ୟ କରିବା। ସମାନେେ ଚିରନ୍ତନ ଐଶ୍ବର୍ୟ୍ଯ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।