Jeremiah 33:7 — Compare Translations
5 translations compared side by side
Odia - 1840
"ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ଵାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ୱ ଅବସ୍ଥାର ପରିବର୍ତ୍ତନ କରି ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା। ସେମାନଙ୍କୁ ଅତୀତ ପରି ଶକ୍ତିଶାଳୀ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।