Jeremiah 33:8 — Compare Translations

5 translations compared side by side

Odia - 1840
"ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ଵାରା ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସେମାନଙ୍କୁ ସେଥିରୁ ଶୁଚି କରିବା। ପୁଣି ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସେମାନଙ୍କୁ କ୍ଷମା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।