Jeremiah 33:9 — Compare Translations
5 translations compared side by side
Odia - 1840
"ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ଵରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା’ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।’”