Jeremiah 34:1 — Compare Translations
5 translations compared side by side
Odia - 1840
"ବାବିଲର ରାଜା ନବୂଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ, ତାହାର ଶାସନାଧୀନ ସମସ୍ତ ରାଜ୍ଯ ଓ ସମସ୍ତ ଗୋଷ୍ଠୀ ୟିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧ ରେ ୟୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ଵାଧୀନ ଭୂଖଣ୍ତର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜ ସିଦିକିୟଙ୍କୁ ସତର୍କବାଣୀ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ, ତାହାର ଶାସନାଧୀନ ସମସ୍ତ ରାଜ୍ୟ ଓ ସମସ୍ତ ଗୋଷ୍ଠୀ ଯିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
Odia IRV 2017 (ଓଡିଆ ବାଇବେଲ)