Jeremiah 34:10 — Compare Translations

5 translations compared side by side

Odia - 1840
"ତେଣୁ ସମସ୍ତ ଅଧିପତି ଓ ସମସ୍ତ ଲୋକ ଏହି ନିଯମ ଗ୍ରହଣ କଲେ ଓ ପ୍ରେତ୍ୟକକ ନିଜ ନିଜ ଦାସଦାସୀଙ୍କୁ ମୁକ୍ତ କରି ବିଦାଯ ଦେଲେ। ଏହି ନିଯମ ରେ ସମସ୍ତେ ସମ୍ମତ ହେଲେ ଓ ସମାନଙ୍କେୁ ଦାସ୍ଯକର୍ମ ଆଉ କରାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରି ଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରି ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଅଧିପତି ଓ ସମସ୍ତ ଲୋକ ଏହି ନିୟମ ଗ୍ରହଣ କଲେ ଓ ପ୍ରତ୍ୟେକ ନିଜ ନିଜ ଦାସଦାସୀଙ୍କୁ ମୁକ୍ତ କରି ବିଦାୟ ଦେଲେ। ଏହି ନିୟମରେ ସମସ୍ତେ ସମ୍ମତ ହେଲେ ଓ ସେମାନଙ୍କୁ ଦାସ୍ୟକର୍ମ ଆଉ କରାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;
Odia IRV 2017 (ଓଡିଆ ବାଇବେଲ)