Jeremiah 34:11 — Compare Translations

5 translations compared side by side

Odia - 1840
"ମାତ୍ର ତାହାପ ରେ ସମାନେେ ନିଜ ନିଜ ହୃଦଯ ପରିବର୍ତ୍ତନ କଲେ ଓ ଯେଉଁ ଦାସଦାସୀଙ୍କୁ ମୁକ୍ତ କରିଥିଲେ, ସମାନଙ୍କେୁ ପୁନର୍ବାର ଆଣି ଦାସ୍ଯକର୍ମ ରେ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତାହାପରେ ସେମାନେ ନିଜ ନିଜ ହୃଦୟ ପରିବର୍ତ୍ତନ କଲେ ଓ ଯେଉଁ ଦାସଦାସୀଙ୍କୁ ମୁକ୍ତ କରିଥିଲେ, ସେମାନଙ୍କୁ ପୁନର୍ବାର ଆଣି ଦାସ୍ୟକର୍ମରେ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।