Jeremiah 34:13 — Compare Translations

5 translations compared side by side

Odia - 1840
"ହେ ଯିରିମିୟ! ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିଶର ଦେଶର ଦାସତ୍ବରୁ ମୁକ୍ତ କରିଥିଲୁ ଓ ସମାନଙ୍କେ ସହିତ ଏହି ନିଯମ କରିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରିମିୟ! ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିଶର ଦେଶର ଦାସତ୍ୱରୁ ମୁକ୍ତ କରିଥିଲୁ ଓ ସେମାନଙ୍କ ସହିତ ଏହି ନିୟମ କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,