Jeremiah 34:14 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେୁ କହିଥିଲୁ, 'ତୁମ୍ଭର କୌଣସି ଏବ୍ରୀଯ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହାଇେ ଛଅବର୍ଷ ତୁମ୍ଭର ଦାସ୍ଯକର୍ମ କଲା ଉତ୍ତା ରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାଯ ଦବେ, ତୁମ୍ଭମାନେେ ପ୍ରେତ୍ୟକକ ସାତବର୍ଷର ଶଷେ ରେ ଆପଣା ଆପଣାର ସହେି ଭ୍ରାତାଙ୍କୁ ମୁକ୍ତ କରିବ।' ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ଯ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭ-ମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ କହିଥିଲୁ, ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାଙ୍କୁ ମୁକ୍ତ କରିବ।’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।