Jeremiah 34:16 — Compare Translations
5 translations compared side by side
Odia - 1840
"ମାତ୍ର ତେମ୍ଭମାନେେ ତୁମ୍ଭମାନଙ୍କର ମନ ବଦଳାଇ ଆମ୍ଭର ନାମକୁ ଅପବିତ୍ର କଲ। ଆଉ ଯେଉଁମାନଙ୍କୁ ମୁକ୍ତ କରି ବିଦାଯ ଦଇେଥିଲୁ, ପୁନର୍ବାର ସମାନଙ୍କେୁ ଆଣି ଆପଣା ଆପଣା ଦାସ୍ଯକର୍ମ ରେ ବାଧ୍ଯ କରି ନିୟୁକ୍ତ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକି ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତେମ୍ଭେମାନେ ତୁମ୍ଭମାନଙ୍କର ମନ ବଦଳାଇ ଆମ୍ଭର ନାମକୁ ଅପବିତ୍ର କଲ। ଆଉ ଯେଉଁମାନଙ୍କୁ ମୁକ୍ତ କରି ବିଦାୟ ଦେଇଥିଲୁ, ପୁନର୍ବାର ସେମାନଙ୍କୁ ଆଣି ଆପଣା ଆପଣା ଦାସ୍ୟକର୍ମରେ ବାଧ୍ୟ କରି ନିଯୁକ୍ତ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।’”