Jeremiah 34:18 — Compare Translations

5 translations compared side by side

Odia - 1840
"ପୁଣି ଯେଉଁମାନେ ଆମ୍ଭର ନିଯମ ଲଙ୍ଘନ କରିଅଛନ୍ତି ଓ ଗୋବତ୍ସକୁ ଦୁଇଖଣ୍ଡ କରି ତନ୍ମଧିଅରେ ଗମନ କରିଛନ୍ତି, ମୁଁ ସମାନଙ୍କେୁ ସହେି ବାଛୁରୀ ପରି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ତ କରି ତନ୍ମଧ୍ୟଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରିନାହାନ୍ତି, ସେମାନଙ୍କୁ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଗୋବତ୍ସକୁ ଦୁଇଖଣ୍ଡ କରି ତନ୍ମଧ୍ୟରେ ଗମନ କରିଛନ୍ତି, ମୁଁ ସେମାନଙ୍କୁ ସେହି ବାଛୁରି ପରି କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,