Jeremiah 34:19 — Compare Translations
5 translations compared side by side
Odia - 1840
"ପୁଣି ଯିହୁଦାର ଅଧିପତିଗଣଙ୍କୁ, ୟିରୁଶାଲମର ଅଧିପତିମାନଙ୍କୁ ନପୁଂସକମାନଙ୍କୁ, ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ ଯେଉଁମାନେ ଗୋବତ୍ସର ଦୁଇଖଣ୍ଡ ମଧ୍ଯ ଦଇେ ଗମନ କଲେ ସମାନଙ୍କେୁ ମଧ୍ଯ ସମର୍ପଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ତର ମଧ୍ୟ ଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିହୁଦାର ଅଧିପତିଗଣଙ୍କୁ, ଯିରୁଶାଲମର ଅଧିପତିମାନଙ୍କୁ ନପୁଂସକମାନଙ୍କୁ, ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ ଯେଉଁମାନେ ଗୋବତ୍ସର ଦୁଇଖଣ୍ଡ ମଧ୍ୟଦେଇ ଗମନ କଲେ ସେମାନଙ୍କୁ ମଧ୍ୟ ସମର୍ପଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟ ଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;