Jeremiah 34:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ହେ ଯିରିମିୟ, ତୁମ୍ଭେ ୟାଇ ଯିହୁଦାର ରାଜା ସିଦିକିଯଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତ ରେ ୟିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନି ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକିୟଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତରେ ଯିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନିରେ ଦ‌ଗ୍‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।