Jeremiah 34:20 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେୁ ସମାନଙ୍କେର ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେର ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନଙ୍କେର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ଯ ପଶୁମାନଙ୍କର ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣ ନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ସେମାନଙ୍କର ଶତ୍ରୁଗଣ ହସ୍ତରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନଙ୍କର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ୟ ପଶୁମାନଙ୍କର ଖାଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।