Jeremiah 34:21 — Compare Translations
5 translations compared side by side
Odia - 1840
"ପୁଣି ଯିହୁଦାର ରାଜା ସିଦିକିଯକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସମାନଙ୍କେ ଶତ୍ରୁଗଣ ହସ୍ତ ରେ ସମର୍ପଣ କରିବା। ଆଉ ସମାନଙ୍କେ ପ୍ରାଣନାଶକାରୀଙ୍କ ହସ୍ତ ରେ ଓ ବାବିଲ ରାଜାର ଯେଉଁ ସୈନ୍ଯଗଣ ତୁମ୍ଭମାନଙ୍କ ନିକଟରୁ ଉଠିୟାଇ ଅଛନ୍ତି, ସମାନଙ୍କେ ହସ୍ତ ରେ ସମର୍ପଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିହୁଦାର ରାଜା ସିଦିକିୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ଆଉ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠିଯାଇ ଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।’”