Jeremiah 34:22 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସମାନଙ୍କେୁ ଆମ୍ଭର ଆଜ୍ଞା ରେ' ଏହି 'ନଗରକୁ ଅଣାଇବା। ତହିଁରେ ସମାନେେ ନଗର ବିରୁଦ୍ଧ ରେ ୟୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନି ରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ଯ କରି ଧ୍ବଂସ ସ୍ତୁପ ରେ ପରିରତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସେମାନଙ୍କୁ ଆମ୍ଭର ଆଜ୍ଞାରେ ଏହି ନଗରକୁ ଅଣାଇବା। ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ୟ କରି ଧ୍ୱଂସ ସ୍ତୁପରେ ପରିଣତ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”