Jeremiah 34:3 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ। ନିଶ୍ଚଯ ଧରାୟିବ ଓ ତାହା ହସ୍ତ ରେ ସମର୍ପିତ ହବେ। ତୁମ୍ଭେ ବାବିଲ ରାଜାଙ୍କୁ ସ୍ବଚକ୍ଷୁ ରେ ଦେଖିବ। ସେ ମୁହାଁମୁହିଁ ହାଇେ ତୁମ୍ଭ ସହିତ କଥା କହିବେ ଓ ତୁମ୍ଭେ ବାବିଲକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ। ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ। ତୁମ୍ଭେ ବାବିଲ ରାଜାଙ୍କୁ ସ୍ୱଚକ୍ଷୁରେ ଦେଖିବ। ସେ ମୁହାଁମୁହିଁ ହୋଇ ତୁମ୍ଭ ସହିତ କଥା କହିବେ ଓ ତୁମ୍ଭେ ବାବିଲକୁ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।’