Jeremiah 34:4 — Compare Translations
5 translations compared side by side
Odia - 1840
"ମାତ୍ର ହେ ଯିହୁଦାର ସିଦିକିଯ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ। ସଦାପ୍ରଭୁ ତୁମ୍ଭ ବିଷଯ ରେ ଏହି କଥା କହନ୍ତି। ତୁମ୍ଭେ ଖଡ୍ଗ ରେ ନିହତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ଼୍ଗ ଦ୍ଵାରା ମରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହେ ଯିହୁଦାର ସିଦିକିୟ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି। ତୁମ୍ଭେ ଖଡ଼୍ଗରେ ନିହତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ‘ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;