Jeremiah 34:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭ ପୂର୍ବପୁରୁଷଙ୍କ ପରି ଓ ପୂର୍ବବର୍ତ୍ତୀ ରାଜାମାନଙ୍କ ପରି ଶାନ୍ତି ରେ ମୃତ୍ଯୁବରଣ କରିବ। ଯେପରି ସୁଗନ୍ଧ ସମାନେେ ତାଙ୍କ ପାଇଁ ଜାଳି ଥିଲେ, ସହେିପରି ସମାନେେ ତୁମ୍ଭ ପାଇଁ ସୁଗନ୍ଧ ଜାଳିବେ। ପୁଣି ହାୟ ପ୍ରଭୋ! ହାୟ ପ୍ରଭୋ! କହି ସମାନେେ ତୁମ୍ଭ ପାଇଁ ବିଳାପ କରିବେ।' କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃ-ଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପ ଦାହ କରିବେ; ଆଉ, ହାୟ ପ୍ରଭୋଣ! ହାୟ ପ୍ରଭୋ! ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭ ପୂର୍ବପୁରୁଷଙ୍କ ପରି ଓ ପୂର୍ବବର୍ତ୍ତୀ ରାଜାମାନଙ୍କ ପରି ଶାନ୍ତିରେ ମୃତ୍ୟୁବରଣ କରିବ। ଯେପରି ସୁଗନ୍ଧ ସେମାନେ ତାଙ୍କ ପାଇଁ ଜାଳି ଥିଲେ, ସେହିପରି ସେମାନେ ତୁମ୍ଭ ପାଇଁ ସୁଗନ୍ଧ ଜାଳିବେ। ପୁଣି “ହାୟ ପ୍ରଭୋ!” ହାୟ ପ୍ରଭୋ! କହି ସେମାନେ ତୁମ୍ଭ ପାଇଁ ବିଳାପ କରିବେ।’” କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପ ଦାହ କରିବେ; ଆଉ, “ହାୟ ପ୍ରଭୁ! ହାୟ ପ୍ରଭୁ!” ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।’”