Jeremiah 34:6 — Compare Translations
5 translations compared side by side
Odia - 1840
"ତେଣୁ ଭବିଷ୍ଯଦବକ୍ତା ଯିରିମିୟ ୟିରୁଶାଲମ ରେ ଯିହୁଦାର ରାଜା ସିଦିକିଯଙ୍କୁ ଏହିସବୁ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭବିଷ୍ୟଦ୍ବକ୍ତା ଯିରିମିୟ ଯିରୁଶାଲମରେ ଯିହୁଦାର ରାଜା ସିଦିକିୟଙ୍କୁ ଏହିସବୁ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।