Jeremiah 34:8 — Compare Translations

5 translations compared side by side

Odia - 1840
"ସିଦିକିଯ ରାଜା ୟିରୁଶାଲମ ଲୋକମାନଙ୍କ ସହିତ ଏହି ନିଯମ କରିଥିଲେ ଯେ ପ୍ରେତ୍ୟକକ ନିଜ ନିଜ ଏବ୍ରୀଯ ଦାସଦାସୀଙ୍କୁ ମୁକ୍ତ କରି ବିଦାଯ ଦବେେ। କହେି ସମାନଙ୍କେୁ ଅର୍ଥାତ୍ ନିଜ ୟିହୁଦୀଯ ଭ୍ରାତାକୁ ଦାସ୍ଯକର୍ମ କରାଇବେ ନାହିଁ। ସିଦିକିଯ ଏହି ନିଯମ କଲାପ ରେ ସଦାପ୍ରଭୁଙ୍କ ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକି ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କର ଗୋଟିଏ ନିୟମ ଭଙ୍ଗ କରନ୍ତି ସିଦିକିୟ ରାଜା ଯିରୁଶାଲମ ଲୋକମାନଙ୍କ ସହିତ ଏହି ନିୟମ କରିଥିଲେ ଯେ ପ୍ରତ୍ୟେକ ନିଜ ନିଜ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରି ବିଦାୟ ଦେବେ। କେହି ସେମାନଙ୍କୁ ଅର୍ଥାତ୍ ନିଜ ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବେ ନାହିଁ। ସିଦିକିୟ ଏହି ନିୟମ କଲାପରେ ସଦାପ୍ରଭୁଙ୍କ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକି ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,