Jeremiah 34:9 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଏବ୍ରୀଯ ଦାସଦାସୀଙ୍କୁ ମୁକ୍ତ କରିବେ ଓ କହେି ୟିହୁଦୀଯମାନଙ୍କୁ ଦାସ୍ଯକର୍ମ କରାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।