Jeremiah 35:1 — Compare Translations

5 translations compared side by side

Odia - 1840
"ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବ କାଳ ରେ ସଦାପ୍ରଭୁଙ୍କ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ରେଖବୀୟ ବଂଶର ଉତ୍ତମ ଦୃଷ୍ଟାନ୍ତ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱ କାଳରେ ସଦାପ୍ରଭୁଙ୍କ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,