Jeremiah 35:11 — Compare Translations
5 translations compared side by side
Odia - 1840
"ମାତ୍ର ବାବିଲର ରାଜା ନବୂଖଦନିତ୍ସର ଯେତବେେଳେ ଯିହୁଦା ଆକ୍ରମଣ କଲେ, ସେତବେେଳେ ଆମ୍ଭମାନେେ କହିଲୁ, 'ଆସ, କଲଦୀଯ ସୈନ୍ଯର ଓ ଅରାମୀଯ ସୈନ୍ଯର ଭୟ ଯୋଗୁଁ ଆମ୍ଭମାନେେ ୟିରୁଶାଲମ ୟିବା,' ଏଣୁ ଆମ୍ଭମାନେେ ୟିରୁଶାଲମ ରେ ବାସ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଯିହୁଦା ଆକ୍ରମଣ କଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ଯୋଗୁଁ ଆମ୍ଭେମାନେ ଯିରୁଶାଲମ ଯିବା,’ ଏଣୁ ଆମ୍ଭେମାନେ ଯିରୁଶାଲମରେ ବାସ କରୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, “ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,” ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।’”