Jeremiah 35:12 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,