Jeremiah 35:13 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ଆମ୍ଭର ବାକ୍ଯ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?’