Jeremiah 35:16 — Compare Translations

5 translations compared side by side

Odia - 1840
"ରେଖବର ପୁତ୍ର ଯିହାନୋଦବର ବଂଶଧରଗଣ ସମାନଙ୍କେ ପ୍ରତି ଆବିଷ୍ଟ ହାଇେଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥା ରେ ଅବଧାନ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ରେଖବର ପୁତ୍ର ଯିହୋନାଦ‌‌‌ବ୍‌‌‌ର ବଂଶଧରଗଣ ସେମାନଙ୍କ ପ୍ରତି ଆବିଷ୍ଟ ହୋଇଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥାରେ ଅବଧାନ କରି ନାହାନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।”