Jeremiah 35:17 — Compare Translations

5 translations compared side by side

Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସମାନଙ୍କେ ପ୍ରତି ଘଟାଇବା। କାରଣ ଆମ୍ଭେ ସମାନଙ୍କେୁ ଯେଉଁ କଥା କହିଅଛୁ, ସମାନେେ ଶୁଣୁ ନାହାଁନ୍ତି। ଆଉ ଆମ୍ଭେ ସମାନଙ୍କେୁ ଡ଼ାକିଅଛୁ, ମାତ୍ର ସମାନେେ ଉତ୍ତର ଦଇେ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”