Jeremiah 35:18 — Compare Translations

5 translations compared side by side

Odia - 1840
"ତେଣୁ ଯିରିମିୟ ରେଖବୀଯ ବଂଶକୁ କହିଲେ, ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭମାନେେ ନିଜ ପୂର୍ବପୁରୁଷ ୟିହୋନାଦବର ଆଜ୍ଞା ମାନିଅଛ, ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ୟ୍ଯ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିରିମିୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ନିଜ ପୂର୍ବପୁରୁଷ ଯିହୋନାଦ‌‌‌ବ୍‌‌‌ର ଆଜ୍ଞା ମାନିଅଛ, ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,’”