Jeremiah 35:19 — Compare Translations
5 translations compared side by side
Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ହକନ୍ତି, ଆମ୍ଭର ସବୋ ନିମନ୍ତେ ରେଖବର ପୁତ୍ର ଯିହାନୋଦବ୍ ବଂଶୀଯ ଲୋକ ଆମ୍ଭ ସମ୍ମୁଖ ରେ ସର୍ବଦା ଠିଆ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ହକନ୍ତି, ‘ଆମ୍ଭର ସେବା ନିମନ୍ତେ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକ ଆମ୍ଭ ସମ୍ମୁଖରେ ସର୍ବଦା ଠିଆ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’”